www.samajalive.in
Monday, December 15, 2025
14.1 C
Bhubaneswar

ରାଜ୍ୟର ସ୍ବାସ୍ଥ୍ୟ ଭିତ୍ତିଭୂମି ନେଇ ଜେପି ନଡ୍ଡାଙ୍କ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ଶନିବାର ନୂଆଦିଲ୍ଲୀରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଜେପି ନଡ୍ଡାଙ୍କୁ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ନଡ୍ଡାଙ୍କୁ ଏହା ସୌଜନ୍ୟମୂଳକ ସାକ୍ଷାତ ଥିଲା । ଏହି ଅବସରରେ ରାଜ୍ୟର ସ୍ବାସ୍ଥ୍ୟ ଭିତ୍ତିଭୂମିର ଉନ୍ନତି ଓ ଭବିଷ୍ୟତର କାର୍ଯ୍ୟପନ୍ଥା ଉପରେ ବିସ୍ତୃତ ଆଲୋଚନା କରିଥିଲେ । ନଡ୍ଡାଙ୍କ ଦୂରଦୃଷ୍ଟି ସମ୍ପନ୍ନ ମାର୍ଗଦର୍ଶକ ଆମକୁ କାର୍ଯ୍ୟ କରିବାରେ ଅଧିକ ଉତ୍ସାହ କରିବ ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ X ରେ ଦର୍ଶାଇଛନ୍ତି ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories