www.samajalive.in
Monday, December 8, 2025
27.1 C
Bhubaneswar

ପ୍ରଶାନ୍ତଙ୍କ ଶେଷ ଦର୍ଶନ କରି ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ, ୨୦ ଲକ୍ଷ ସହାୟତା ଘୋଷଣା

ସମାଜ ଡିଜିଟାଲ ଡେସ୍କ: ପହଲଗାଓଁରେ ଆତଙ୍କବାଦୀଙ୍କ ଆକ୍ରମଣରେ ପ୍ରାଣ ହରାଇଥିବା ବାଲେଶ୍ଵର ଜିଲା ଈଶାଣୀ ଗାଁର ପ୍ରଶାନ୍ତ କୁମାର ଶତପଥୀଙ୍କ ଶେଷ ଦର୍ଶନ କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ଏହି ଅବସରରେ ଗ୍ରାମରେ ବଡ଼ ଶୋକାକୂଳ ପରିବେଶ ସୃଷ୍ଟି ହୋଇଥିଲା। କାନ୍ଦବୋବାଳିରେ ଗାଁ ଫାଟିପଡ଼ିଥିଲା। ମୁଖ୍ୟମନ୍ତ୍ରୀଙ୍କ ସହିତ ସ୍ଥାନୀୟ ସାଂସଦ ପ୍ରତାପ ଷଡ଼ଙ୍ଗୀ ଏବଂ ଅନ୍ୟ ନେତାମାନେ ଉପସ୍ଥିତ ଥିଲେ। ପ୍ରଶାନ୍ତଙ୍କ ପରିବାରକୁ ୨୦ ଲକ୍ଷ ଟଙ୍କାର ସହାୟତା ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories