www.samajalive.in
Saturday, December 6, 2025
23.1 C
Bhubaneswar

ପବିତ୍ର ରଥଯାତ୍ରା; ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ସମାଜ ଡିଜିଟାଲ ଡେସ୍କ: ଆଜି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ପବିତ୍ର ରଥଯାତ୍ରା । ଭକ୍ତ ଓ ଭଗବାନଙ୍କର ମହାମିଳନର ପର୍ବ । ଏହି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କୋଟି ଓଡ଼ିଆଙ୍କ ମଉଡମଣି ମହାପ୍ରଭୁ ଶ୍ରୀଜଗନ୍ନାଥ । ରାଜ୍ୟର ବିକାଶ ତଥା ସମସ୍ତଙ୍କ କଲ୍ୟାଣ ପାଇଁ ପ୍ରାର୍ଥନା କରିବା ସହ ପ୍ରଗତି ପାଇଁ ଚତୁର୍ଦ୍ଧାମୂର୍ତ୍ତିଙ୍କ ଚରଣକମଳରେ ପ୍ରାର୍ଥନା କରିଛନ୍ତି ମୁଖ୍ୟମନ୍ତ୍ରୀ । ଆଜି ରଥଯାତ୍ରା ଅବସରରେ ମୁଖ୍ୟମନ୍ତ୍ରୀ ପୁରୀ ଯିବାର କାର୍ଯ୍ୟକ୍ରମ ରହିଛି ।
ସେପଟେ ରତ୍ନ ସିଂହାସନ ଛାଡି ବଡଦାଣ୍ଡକୁ ଓହ୍ଲାଇ ଆସିବେ ଶ୍ରୀଜୀଉ । ଏଥିପାଇଁ ରଥ ପ୍ରସ୍ତୁତ ପଥ ବି ପ୍ରସ୍ତୁତ ରହିଛି । ରଥରେ ବିଜେ କରି ନବଦିନାତ୍ମକ ଯାତ୍ରାରେ ଶ୍ରୀଗୁଣ୍ଡିଚା ମନ୍ଦିର ଯିବେ କାଳିଆ ସାହାନ୍ତେ ।

- Advertisement -

 

Hot this week

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

ଏହି ଗୁଣ ଥିବା ମହିଳାଙ୍କୁ ମିଳେ ଲକ୍ଷ୍ମୀଙ୍କ ଆଶୀର୍ବାଦ: ଘର ହୁଏ ସ୍ୱର୍ଗ

ଚାଣକ୍ୟ ନୀତି: ନୀତି, ଜ୍ଞାନ ଓ ଜୀବନ ପ୍ରବନ୍ଧର ମହାନ ପଣ୍ଡିତ...

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ...

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ ବିଦ୍ୟୁତ ଉପଭୋକ୍ତା ମହାସଂଘ କ୍ଷୋଭ

ଭୁବନେଶ୍ୱର: ବିଦ୍ୟୁତ ଗ୍ରାହକଙ୍କ ଠାରୁ ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ...

Related Articles

Popular Categories