www.samajalive.in
Monday, December 15, 2025
15.1 C
Bhubaneswar

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ଖବର ଶୁଣି ଚିନ୍ତାବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଲକ୍ଷ୍ମଣ ଟୁଡୁଙ୍କୁ ଚିକିତ୍ସା କରୁଥିବା ଡାକ୍ତରଙ୍କ ସହ ଫୋନରେ କଥା ହୋଇ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିଛନ୍ତି ମୁଖ୍ୟମନ୍ତ୍ରୀ । ତାଙ୍କର ଆଶୁ ଆରୋଗ୍ୟ ନିମନ୍ତେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି ବୋଲି ନିଜର X ଆକାଉଣ୍ଟରେ ଉଲ୍ଲେଖ କରିଛନ୍ତି ମୁଖ୍ୟମନ୍ତ୍ରୀ ।

- Advertisement -

 

Hot this week

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

Related Articles

Popular Categories