www.samajalive.in
Saturday, December 6, 2025
23.1 C
Bhubaneswar

ଶିଳ୍ପ ହବ୍‌‌ ହେବାକୁ ଯାଉଛି ଓଡ଼ିଶା- ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ: ଶିଳ୍ପ ହବ୍‌‌ ହେବାକୁ ଯାଉଛି ଓଡ଼ିଶା। ଦିଲ୍ଲୀରେ ନିବେଶକଙ୍କ ସହ ଆଲୋଚନା ହେବା ପରେ ଏହି ପ୍ରତିକ୍ରିୟା ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପୁଞ୍ଜି ବିନିଯୋଗ ନେଇ ସକରାତ୍ମକ ଆଲୋଚନା ହୋଇଛି। ୨୦୨୫ରେ ଓଡ଼ିଶାରେ ସର୍ବବୃହତ ଶିଳ୍ପ କନକ୍ଲେଭ ହେବାକୁ ଯାଉଛି। ସେମିକଣ୍ଡକ୍ଟର, ପେଟ୍ରୋ-କେମିକାଲ୍ସ, ଆଇଟିରେ ବିନିଯୋଗ ହେବାର ସମ୍ଭାବନା ରହିଥିବା ବେଳେ ଗ୍ରୀନଏନଜ୍ରିରେ ମଧ୍ୟ ବିନିଯୋଗ ବଢିବ। ଏହା ୨୦୩୬ରେ ସମୃଦ୍ଧ ଓଡ଼ିଶା ଓ ୨୦୪୭ରେ ବିକଶିତ ଓଡ଼ିଶା ଗଠନ ପାଇଁ ନିଶ୍ଚିତ ଭାବେ ଏହା ସୁଦୃଢ ମୂଳଦୁଆ ପକାଇବ। ଉତ୍କଷ୍ଟ ଓଡ଼ିଶା କନକ୍ଲେଭ୍‌‌ରେ ୩୪ଟି ଦେଶର ରାଷ୍ଟ୍ରଦୂତଙ୍କ ସହ ୱାନ୍‌‌ ଟୁ ୱାନ୍‌‌ ଆଲୋଚନା କରିଛନ୍ତି। ବୈଠକରେ ଶିଳ୍ପମନ୍ତ୍ରୀଙ୍କ ସହ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ବାଣିଜ୍ୟ କମିଶନର, ହାଇକମିଶନର ଓ କୂଟନୀତିଜ୍ଞ ମଧ୍ୟ ଉପସ୍ଥିତ ରହିଛନ୍ତି।

Hot this week

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ...

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ ବିଦ୍ୟୁତ ଉପଭୋକ୍ତା ମହାସଂଘ କ୍ଷୋଭ

ଭୁବନେଶ୍ୱର: ବିଦ୍ୟୁତ ଗ୍ରାହକଙ୍କ ଠାରୁ ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ...

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

Related Articles

Popular Categories