www.samajalive.in
Monday, December 8, 2025
20.1 C
Bhubaneswar

ଆଜିଠୁ ୬ଦିନିଆ ସିଙ୍ଗାପୁର ଗସ୍ତରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆସନ୍ତା ୨୦୨୫ ଜାନୁଆରୀ ୨୮ ଓ ୨୯ ତାରିଖରେ ଭୁବନେଶ୍ବରରେ ଆୟୋଜିତ ହେବାକୁ ଥିବା ‘ଉତ୍କର୍ଷ ଓଡ଼ିଶା’ ସମାବେଶରେ ସାମିଲ ହେବା ପାଇଁ ପୁଞ୍ଜିପତିଙ୍କୁ ଆମନ୍ତ୍ରଣ କରିବାକୁ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ଆସନ୍ତାକାଲିଠାରୁ ୬ଦିନିଆ ସିଙ୍ଗାପୁର ଗସ୍ତରେ ଯିବେ। ମୁଖ୍ୟମନ୍ତ୍ରୀଙ୍କ ସହିତ ଶିଳ୍ପ ମନ୍ତ୍ରୀ ସମ୍ପଦ ସ୍ବାଇଁ ଓ ରାଜ୍ୟ ସରକାରଙ୍କ ବହୁ ବରିଷ୍ଠ ଅଧିକାରୀ ସିଙ୍ଗାପୁର ଗସ୍ତ କରିବେ। ସେଠାରେ ଆୟୋଜିତ ହେବାକୁ ଥିବା ନିବେଶକ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ
ଯୋଗଦେଇ ଏକାଧିକ ଶିଳ୍ପପତିଙ୍କୁ ସାକ୍ଷାତ କାର‌୍ୟ୍ୟକ୍ରମ ରହିଛି। ପୂର୍ବରୁ ନୂଆଦିଲ୍ଲୀ ଓ ମୁମ୍ବଇରେ ଆୟୋଜିତ ହୋଇଥିବା ନିବେଶକ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଯୋଗଦେଇ ଏକାଧିକ ଜାତୀୟ ଓ ଅନ୍ତର୍ଜାତୀୟ ନିବେଶକଙ୍କୁ ଉତ୍କର୍ଷ ଓଡ଼ିଶା ସମ୍ମିଳନୀରେ ଯୋଗଦେବାକୁ ଆମନ୍ତ୍ରଣ କରିଥିଲେ।

Hot this week

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

Related Articles

Popular Categories