www.samajalive.in
Saturday, December 6, 2025
23.1 C
Bhubaneswar

ଓଡ଼ିଆ ସାମ୍ବାଦିକତା ଦିବସର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ସମାଜ ଡିଜିଟାଲ ଡେସ୍କ: ଆଜି ଓଡ଼ିଆ ସାମ୍ବାଦିକତା ଦିବସ। ପ୍ରତିବର୍ଷ ଅଗଷ୍ଟ ୪ ତାରିଖକୁ ଓଡ଼ିଶାରେ ଓଡ଼ିଆ ସାମ୍ବାଦିକତା ଦିବସ ଭାବେ ପାଳନ କରାଯାଏ। କାରଣ ଏହିଦିନ ଜନ୍ମ ନେଇଥିଲା ପ୍ରଥମ ଓଡ଼ିଆ ମୁଦ୍ରିତ ସମ୍ବାଦପତ୍ର ‘ଉତ୍କଳ ଦୀପିକା’। ଏହି ଅବସରରେ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।


‘ଏକ୍ସ’ରେ ସେ ଲେଖିଛନ୍ତି, ‘‘୧୮୬୬ ମସିହା ଆଜିର ଦିନରେ ଓଡ଼ିଶାର ପ୍ରଥମ ସମ୍ବାଦପତ୍ର ‘ଉତ୍କଳ ଦୀପିକା’ ପ୍ରକାଶ ପାଇଥିଲା। ‘ଓଡ଼ିଆ ସାମ୍ବାଦିକତା ଦିବସ’ ଅବସରରେ ଓଡ଼ିଆ ଭାଷାରେ ସମ୍ବାଦ ପରିବେଷଣ ଦ୍ୱାରା ଜନସାଧାରଣଙ୍କୁ ସଚେତନ କରୁଥିବା ସମସ୍ତ ସାମ୍ବାଦିକ ଭାଇ ଓ ଭଉଣୀମାନଙ୍କୁ ସାଧୁବାଦ୍।’’

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories