www.samajalive.in
Monday, December 8, 2025
17.1 C
Bhubaneswar

କଳିଙ୍ଗ ନଗରରେ ମୁଖ୍ୟମନ୍ତ୍ରୀ; ଏକାଧିକ ଶିଳ୍ପ ପ୍ରକଳ୍ପର ଶୁଭାରମ୍ଭ ଓ ଭିତ୍ତି ପ୍ରସ୍ତର ସ୍ଥାପନ

ସମାଜ ଡିଜିଟାଲ ଡେସ୍କ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଯାଜପୁର ଗସ୍ତ କରି କଳିଙ୍ଗ ନଗରରେ ଏକାଧିକ ଶିଳ୍ପ ପ୍ରକଳ୍ପର ଶୁଭାରମ୍ଭ ଓ ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି। ଏଥିସହ କଳିଙ୍ଗ ନଗରରେ ଥିବା ବିଭିନ୍ନ ଶିଳ୍ପାନୁଷ୍ଠାନଗୁଡ଼ିକୁ ପରିଦର୍ଶନ କରି ଶିଳ୍ପପତିମାନଙ୍କ ସହ ଆଲୋଚନା କରିଛନ୍ତି।

ସୂଚନା ଅନୁସାରେ, ଆଜି ଯାଜପୁରରେ ଗୋଟିଏ ଦିନରେ ୧ ଲକ୍ଷ ୧୫ ହଜାର କୋଟି ଟଙ୍କାର ଶିଳ୍ପ ପ୍ରକଳ୍ପର ଶୁଭାରମ୍ଭ ଓ ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ। ଏହି ପ୍ରକଳ୍ପଗୁଡ଼ିକ ମାଧ୍ୟମରେ ୩୬ ,୦୦୦ ନୂତନ ନିଯୁକ୍ତି ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହି ଅବସରରେ ସମବେତ ଜନତାଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଉଦବୋଧନ ଦେଇଛନ୍ତି। ଶିଳ୍ପ ସହ ନିଯୁକ୍ତି ଜରିଆରେ ରାଜ୍ୟର ଅଭିବୃଦ୍ଧି ଉପରେ ମୁଖ୍ୟମନ୍ତ୍ରୀ ଏହି ଅବସରରେ ଗୁରୁତ୍ୱାରୋପ କରିଛନ୍ତି।

Hot this week

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

Related Articles

Popular Categories