www.samajalive.in
Monday, December 15, 2025
15.1 C
Bhubaneswar

ଏନ୍‌ଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର: ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଗାମୀ ରାଷ୍ଟ୍ରପତି ନିର୍ବାଚନ ପାଇଁ ଶୁଭେଚ୍ଛା ଜଣାଇଲେ। ଦ୍ରୌପଦୀଙ୍କ ପ୍ରାର୍ଥୀତ୍ବ ରାଜ୍ୟବାସୀଙ୍କ ପାଇଁ ଗୌରବର ମୁହୂର୍ତ୍ତ ବୋଲି କହିଲେ। ଓଡ଼ିଶାର ସବୁ ଭୋଟ ତାଙ୍କୁ ମିଳିବା ପାଇଁ ଆମେ କାର୍ଯ୍ୟ ଜାରି ରଖିବୁ। ଓଡ଼ିଶାର ସମସ୍ତ ଭୋଟ ଦ୍ରୌପଦୀଙ୍କୁ ମିଳିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକଟ କରିଛନ୍ତି।

ପୂର୍ବରୁ ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ବିଜେଡି ସମର୍ଥନ ଜଣାଇଛି । ଦଳମତ ନିର୍ବିଶେଷରେ ଓଡ଼ିଶା ମାଟିର ଓଡ଼ିଆ ଝିଅକୁ ସମର୍ଥନ କରିବାକୁ ବିଧାନସଭାର ସବୁ ସଦସ୍ୟଙ୍କୁ ଅପିଲ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories