www.samajalive.in
Saturday, December 6, 2025
14.1 C
Bhubaneswar

ମହିଳା କର୍ମଚାରୀଙ୍କୁ ଅଧିକ ୧୦ଦିନ ଛୁଟି ମିଳିବ

ଭୁବନେଶ୍ୱର: ସରକାରୀ ମହିଳା କର୍ମଚାରୀଙ୍କ ପାଇଁ ବଡ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମହିଳା କର୍ମଚାରୀଙ୍କୁ ଏଣିକି ବାର୍ଷିକ ୧୦ ଦିନ ଅଧିକ ଛୁଟି ମିଳିବ । ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ କାର୍ଯ୍ୟ କରୁଥିବା ମହିଳା କର୍ମଚାରୀମାନଙ୍କ ପାଇଁ ବାର୍ଷିକ ୨୫ଦିନର ସାମୟିକ ଛୁଟି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସରକାରୀ କର୍ମଚାରୀଙ୍କ ପାଇଁ ବର୍ଷକୁ ୧୫ଦିନର ସାମୟିକ ଛୁଟି ଦିଆଯାଉଥିବା ବେଳେ ମହିଳା କର୍ମଚାରୀ ମାନଙ୍କ କ୍ଷେତ୍ରରେ ମୁଖ୍ୟମନ୍ତ୍ରୀ ଆଉ ୧୦ଦିନର ଛୁଟି ଘୋଷଣା କରିଛନ୍ତି । ମହିଳାମାନଙ୍କ ପାରିବାରିକ ଦାୟିତ୍ୱ ଓ ବିଭିନ୍ନ ସମସ୍ୟାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ନିଷ୍ପତି ନେଇଛନ୍ତି ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories