www.samajalive.in
Friday, December 5, 2025
26.1 C
Bhubaneswar

ଆଜି ହାଇଭୋଲଟେଜ ପ୍ରଚାର କରିବେ ବିଜେଡି ସୁପ୍ରିମୋ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଫୋକସରେ ରହିଛି ପଶ୍ଚିମ ଓଡ଼ିଶା। ଆଜି ସୁନ୍ଦରଗଡ ସଂସଦୀୟ କ୍ଷେତ୍ରର ରାଉରକେଲା ବିଧାନସଭା ନିର୍ବାଚନମଣ୍ଡଳୀ ଓ ସମ୍ବଲପୁର ସଂସଦୀୟ କ୍ଷେତ୍ରର ଦେବଗଡ ବିଧାନସଭା ନିର୍ବାଚନମଣ୍ଡଳୀରେ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଦଳୀୟ ସାଂସଦ ପ୍ରାର୍ଥୀ ଓ ବିଧାୟକ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିବେ ନବୀନ। ସୂଚନା ଅନୁସାରେ ଦିନ ୧୧ଟା ୨୫ରେ ମୁଖ୍ୟମନ୍ତ୍ରୀ ରାଉରକେଲା ଏୟାରପୋର୍ଟରେ ପହଞ୍ଚିବେ। ଏୟାରପୋର୍ଟ ସାମ୍ନରେ ଥିବା ପଡିଆରେ ବିଶାଳ ଜନସଭାକୁ ଉଦବୋଧନ ଦେବେ। ଏହାପରେ ଦେବଗଡ ବିଧାନସଭା ନିର୍ବାଚନମଣ୍ଡଳୀର ପ୍ରଧାନପାଟ ଜଳପ୍ରପାତ ନିକଟରେ ସାଧାରଣ ସଭାରେ ଯୋଗ ଦେଇ ଦଳୀୟ ପ୍ରାର୍ଥୀଙ୍କ ଲାଗି ପ୍ରଚାର କରିବେ। ଏହାପରେ ଛେଣ୍ଡିପଦା ଓ ଆଠମଲ୍ଲିକରେ ବି ପ୍ରଚାର କାର୍ଯ୍ୟକ୍ରମ ରହିଛି।

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories