www.samajalive.in
Thursday, December 11, 2025
16.1 C
Bhubaneswar

ବିଜେଡିର ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା

ଭୁବନେଶ୍ୱର: ବ୍ରଜରାଜନଗର ଉପନିର୍ବାଚନ ପାଇଁ ବିଜେଡି ପକ୍ଷରୁ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରାଯାଇଛି । ଆଜି ୪୦ଜଣିଆ ଷ୍ଟାର ପ୍ରଚାରକ ତାଲିକା ବିଜେଡି ପକ୍ଷରୁ ଘୋଷଣା କରାଯାଇଥିବା ବେଳେ ତାଲିକାର ପ୍ରଥମରେ ରହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପରେ ପରେ ପ୍ରଣପ ପ୍ରକାଶ ଦାସ, ଦେବୀ ପ୍ରସାଦ ମିଶ୍ର, ପ୍ରସନ୍ନ ଆଚାର୍ଯ୍ୟ, ନିରଞ୍ଜନ ପୁଜାରୀ, ପ୍ରତାପ ଜେନା, ଅରୁଣ କୁମାର ସାହୁ, ପ୍ରମିଳା ମଲ୍ଲିକ, ଅତନୁ ସବ୍ୟସାଚୀ ନାୟକ ଓ ସଞ୍ଜୟ କୁମାର ନାୟକଙ୍କ ନାଁ ତାଲିକାରେ ରହିଛନ୍ତି । ସେହିପରି ସମୀର ରଞ୍ଜନ ଦାସ, ନବକିଶୋର ଦାଶ, ସୁଶାନ୍ତ ସିଂହ, ଟୁକୁନି ସାହୁ, ଚନ୍ଦ୍ର ସାରଥୀ ବେହେରା, ଦିବ୍ୟ ଶଙ୍କର ମିଶ୍ର, ପୁଷ୍ପେନ୍ଦ୍ର ସିଂଦେଓ, ସୁବାସ ସିଂ, କଳିକେଶ ନାରାୟଣ ସିଂଦେଓ, ସ୍ନେହାଙ୍ଗିନୀ ଛୁରିଆ, ସସ୍ମିତ୍‌ ପାତ୍ର, ସୁଜିତ କୁମାର, ମୁଜିବୁଲ୍ଲା ଖାନ୍‌, ରୋହିତ ପୁଜାରୀଙ୍କ ନାଁ ଷ୍ଟାର ପ୍ରଚାରକ ତାଲିକାରେ ରହିଛି ।

ପ୍ରୀତିରଞ୍ଜନ ଘଡ଼ାଇ, ଦିବେଶ ଆଚ୍ଚାର୍ଯ୍ୟ, ରାଜେନ୍ଦ୍ର ଢେଲକିଆ, ରୀତା ସାହୁ, ପ୍ରଶାନ୍ତ ବେହେରା, ନଳିନୀକାନ୍ତ ପ୍ରଧାନ, ସରୋଜ ମେହେର, ବିକ୍ରମ ପଣ୍ଡା, ଲତିକା ପ୍ରଧାନ, ପ୍ରଦୀପ କୁମାର ଦିଶାରୀ, କିଶୋର ଚନ୍ଦ୍ର ନାୟକ, ଆକାଶ ଦାସ ନାୟକ, ଯୋଗେଶ ସିଂ, ଅରିନ୍ଦମ ରୟ, ସୌଭାଗ୍ୟ ନାୟକ, ବୈକୁଣ୍ଠ ନାୟକ ପ୍ରମୁଖ ଏହି ଷ୍ଟାର ପ୍ରଚାରକ ତାଲିକାରେ ରହିଥିବା ଦେଖିବାକୁ ମିଳିଛି ।

- Advertisement -

 

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories