www.samajalive.in
Monday, December 8, 2025
20.1 C
Bhubaneswar

କେନ୍ଦ୍ରାପଡ଼ା ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ୟାକେଜ୍‍ ଘୋଷଣା ; ସମ୍ବେଦନଶୀଳ ଅଞ୍ଚଳରେ ନିର୍ମାଣ ହେବ ୩୦ଟି ବାତ୍ୟା ଆଶ୍ରୟସ୍ଥଳ

କେନ୍ଦ୍ରାପଡ଼ା : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର କେନ୍ଦ୍ରାପଡ଼ା ଗସ୍ତରେ ଯାଇ ବାତ୍ୟା ଫନିରେ ହୋଇଥିବା କ୍ଷତି ସମୀକ୍ଷା କରି ପ୍ୟାକେଜ୍‍ ଘୋଷଣା କରିଛନ୍ତି। ବର୍ତ୍ତମାନ କେନ୍ଦ୍ରାପଡ଼ାରେ ବିଜୁଳି ବ୍ୟବସ୍ଥା ସମ୍ପର୍ଣ୍ଣ ହେବାସହ ପାନୀୟ ଜଳ ଯୋଗଣା ବ୍ୟବସ୍ଥା ମଧ୍ୟ କାର୍ଯ୍ୟକ୍ଷମ ହୋଇସାରିଛି।  ସମ୍ବେଦନଶୀଳ ଅଞ୍ଚଳରେ ୩୦ଟି ବାତ୍ୟା ଆଶ୍ରୟସ୍ଥଳ ନିର୍ମାଣ ହେବ ଏବଂ ପ୍ରତି ବାତ୍ୟା ଆଶ୍ରୟସ୍ଥଳରେ ୨କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ବାତ୍ୟାରେ କ୍ଷତିଗ୍ରସ୍ଥ ହୋଇଥିବା ବିଦ୍ୟାଳୟ, ଅଙ୍ଗନବାଡି କେନ୍ଦ୍ର ମରାମତି ପାଇଁ ୨ଲକ୍ଷ ଟଙ୍କା ମିଳିବ। ମହିଳା ଏସଏଚଜି, ଚାଷୀ, ମତ୍ସ୍ୟଜୀବୀଙ୍କୁ ସହାୟତା ଦେବାପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନର୍ଦ୍ଦେଶ ଦେଇଛନ୍ତି।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

Related Articles

Popular Categories