www.samajalive.in
Saturday, December 6, 2025
15.1 C
Bhubaneswar

ବିଜୁ ବାବୁଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର: ଆଜି ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସ । ଏହି ଅବସରରେ ବିଜୁ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟ୍ୱିଟ୍‌ କରି ମୁଖ୍ୟମନ୍ତ୍ରୀ ଶ୍ରଦ୍ଧାଞ୍ଜଳି ଜଣାଇଥିବା ବେଳେ ବିଜୁ ବାବୁଙ୍କୁ ମନେ ପକାଇଛନ୍ତି । ନବୀନ ତାଙ୍କ ଟ୍ୱିଟ୍‌ରେ ଲେଖିଛନ୍ତି ବିଜୁ ବାବୁଙ୍କ ନୀତି ଓ ଆଦର୍ଶ ସଦାସର୍ବଦା ଆମକୁ ଲୋକଙ୍କ ସେବା କରିବାକୁ ଅନୁପ୍ରାଣିତ କରିବ । ସେ ଦେଖାଇଥିବା ମାର୍ଗରେ ଆଜି ଓଡ଼ିଶା ବିକାଶର ବିଭିନ୍ନ କ୍ଷତ୍ରରେ ଅଗ୍ରଗତି କରିଛି ବୋଲି ନବୀନ ତାଙ୍କ ଟ୍ୱିଟ୍‌ରେ ଲେଖିଛନ୍ତି ।

 

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories