ଭୁବନେଶ୍ୱର: ସୁର ସମ୍ରାଜ୍ଞୀ ଲତା ମଙ୍ଗେସକରଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରିଛନ୍ତି । ଟ୍ୱିଟ୍ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିବା ସହ ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ ତାଙ୍କ ଟ୍ୱିଟରେ ଲେଖିଛନ୍ତି କି ,ଲତା ମଙ୍ଗେସକରଙ୍କ ପରଲେକ କଥା ଜାଣି ମୁଁ ବହତୁ ଦୁଃଖିତ । ସେ ସାର ଦେଶର ସୁର ସମ୍ରାଜ୍ଞୀ ଥିଲେ । ତାଙ୍କ ପରଲୋକ ଯୋଗୁ ସଂଗୀତ ଜଗତରେ ଏକ ବଡ଼ ଶୂନ୍ୟସ୍ଥାନ ସୃଷ୍ଟି ହୋଇଛି । ସେ ସବୁଦିନ ପାଇଁ ଗୀତ ମାଧ୍ୟମରେ ଅମର ରହିବେ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ।
Popular Categories



