www.samajalive.in
Sunday, December 7, 2025
14.1 C
Bhubaneswar

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ରାଜ୍ୟ ଖାଦ୍ୟ ସୁରକ୍ଷା ହିତାଧିକାରୀ ପାଇବେ ଅତିରିକ୍ତ ପାଞ୍ଚ କିଲୋ ଚାଉଳ

ଭୁବନେଶ୍ୱର: କୋଭିଡ଼ର ଦ୍ବିତୀୟ ଲହର ଜନିତ ପରିସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟ ଖାଦ୍ୟ ସୁରକ୍ଷା ହିତାଧିକାରୀଙ୍କ ପାଇଁ ମେ’ ମାସରୁ ଅତିରିକ୍ତ ପାଞ୍ଚ କେଜି ଚାଉଳ ମାଗଣାରେ ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । ମେ’ ଓ ଜୁନ ଦୁଇ ମାସ ପାଇଁ ହିତାଧିକାରୀ ମାନେ ମାଗଣାରେ ଅତିରିକ୍ତ ପାଞ୍ଚ କେଜି ଲେଖାଏଁ ଚାଉଳ ପାଇବେ। ଏହା ଦ୍ବାରା ବାର ଲଷ ହିତାଧିକାରୀ ଉପକାର ପାଇବେ ଏବଂ ରାଜ୍ୟ ସରକାର ଏ ବାବଦ ସମ୍ପୂର୍ଣ୍ଣ ଖର୍ଚ୍ଚ ବହନ କରିବେ।

Hot this week

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

ଜାନୁଆରୀ ୨୦ରେ ଓଏସ୍‌ଏସ୍‌ଟିଇଟି

କଟକ: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ...

Related Articles

Popular Categories