ମୁଁ ସମ୍ପୂର୍ଣ୍ଣ ସୁସ୍ଥ ଅଛି, ମାସେ ହେଲା ରାଜ୍ୟ ସାରା ପ୍ରଚାର କରୁଛି-ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀଙ୍କ ସ୍ବାସ୍ଥ୍ୟବସ୍ଥା ଉପରେ ମନ୍ତବ୍ୟ ରଖିଥିବା ବିଜେପିକୁ ଜବାବ ଦେଇ ଗଣମାଧ୍ୟମକୁ କହିଛନ୍ତି ଯେ ମିଛ କହିବାର ଗୋଟିଏ ସୀମା ଥାଏ। ବିଜେପି ମିଛ କହିବାର ସବୁ ସୀମା ଟପି ଯାଇଛି। ମୁଁ ସମ୍ପୂର୍ଣ୍ଣ ସୁସ୍ଥ ଅଛି। ମାସେ ହେଲା ରାଜ୍ୟ ସାରା ପ୍ରଚାର କରୁଛି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି। ବିଜେପି ତାଙ୍କ ସ୍ବାସ୍ଥ୍ୟକୁ ନେଇ ଅପପ୍ରଚାର କରୁଥିବା କହିଛନ୍ତି ନବୀନ । Related Posts ବଜ୍ରପାତରେ ୩ ମୃତ, ୨ ଗୁରୁତର Jun … Continue reading ମୁଁ ସମ୍ପୂର୍ଣ୍ଣ ସୁସ୍ଥ ଅଛି, ମାସେ ହେଲା ରାଜ୍ୟ ସାରା ପ୍ରଚାର କରୁଛି-ମୁଖ୍ୟମନ୍ତ୍ରୀ