www.samajalive.in
Monday, December 8, 2025
27.1 C
Bhubaneswar

ବୀର ସୁରେନ୍ଦ୍ର ସାଏ ଓ ନେତାଜୀ ସୁଭାଷଚନ୍ଦ୍ର ବୋଷଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର: ବୀର ସୁରେନ୍ଦ୍ର ସାଏ ଏବଂ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ବୀର ସୁରେନ୍ଦ୍ର ସାଏଙ୍କ ପରାକ୍ରମ ଓ ବଳିଦାନ ସର୍ବଦା ସ୍ମରଣୀୟ। ଆଦିବାସୀ ତଥା ସାଧାରଣ ଜନତାଙ୍କ ସ୍ବାର୍ଥ ପାଇଁ ତାଙ୍କ ବଳିଦାନ ସ୍ମରଣୀୟ ରହିବ। ସମ୍ବଲପୁରରେ ବ୍ରିଟିଶ୍‌ ବିରୋଧରେ ସଶସ୍ତ୍ର ସଂଗ୍ରାମ ସ୍ମରଣୀୟ। ନେତାଜୀ ସୁଭାଷ ବୋଷଙ୍କୁ ୨୧୫ତମ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଓଡ଼ିଶାର ବରପୁତ୍ର ଓ ମହାନ ସଂଗ୍ରାମୀ ନେତାଜୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କର ଦୃଢ଼ ଆତ୍ମ ବିଶ୍ବାସ, ଅନନ୍ୟ ବିଚାରଧାରା ଓ ସମର୍ପଣ ଭାବ ପ୍ରେରଣାଦାୟୀ।

Hot this week

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

କଲେଜ ଭିତରେ ଛାତ୍ରଙ୍କୁ ଛୁରାମାଡ

ବାରିପଦା : ବାରିପଦାରେ ଅଭାବନୀୟ ଘଟଣା ଘଟିଛି। ବାଇଗଡବାହିଆ ସ୍ଥିତ ବିବି...

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

Related Articles

Popular Categories