www.samajalive.in
Sunday, December 14, 2025
23.1 C
Bhubaneswar

ଭବାନୀପାଟଣାରେ ବିଜୁ ସ୍ବାସ୍ଥ୍ୟ କାର୍ଡ ବାଣ୍ଟିବେ ମୁଖ୍ୟମନ୍ତ୍ରୀ

ଆସନ୍ତାକାଲି ଭବାନୀପାଟଣାରେ ମୁଖ୍ୟମନ୍ତ୍ରୀ ବାଣ୍ଟିବେ ବିଜୁ ସ୍ବାସ୍ଥ୍ୟ କାର୍ଡ। ଭବାନୀପାଟଣାର ଓୟୁଏଟି ପଡ଼ିଆରେ ବିଜୁ ସ୍ବାସ୍ଥ୍ୟ କାର୍ଡ ବଣ୍ଟନ କାର୍ଯ୍ୟକ୍ରମ। ପୂର୍ବାହ୍ନ ୧୧ଟାରେ ଭବାନୀପାଟଣାରେ ପହଞ୍ଚିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ପୂର୍ବାହ୍ନ ୧୧.୩୦ରୁ ୧୧.୫୦ ପର୍ଯ୍ୟନ୍ତ ବିଜୁ ସ୍ବାସ୍ଥ୍ୟ କାର୍ଡ ବଣ୍ଟନ କରିବା କାର୍ଯ୍ୟକ୍ରମ ରହିଛି। ସ୍ବାସ୍ଥ୍ୟକାର୍ଡ ବଣ୍ଟନ ପରେ ନବୀନଙ୍କ ମିଶ୍ରଣ ପର୍ବ କାର୍ଯ୍ୟକ୍ରମ ରହିଛି।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଭବାନୀପାଟଣା ଗସ୍ତ ନେଇ ବିଜେଡିର ସ୍ବାଗତ ଶୋଭାଯାତ୍ରା ଆୟୋଜିତ ହୋଇଯାଇଛି। ବସଷ୍ଟାଣ୍ଡରୁ ଓୟୁଏଟି ପଡ଼ିଆ ପର୍ଯ୍ୟନ୍ତ ମହିଳାଙ୍କୁ ନେଇ ସ୍ବାଗତ ଶୋଭାଯାତ୍ରା ଆୟୋଜିତ ହୋଇଥିଲା।

Hot this week

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

Related Articles

Popular Categories