ନାକଟିଦେଉଳରେ ମୁଖ୍ୟମନ୍ତ୍ରୀଙ୍କ ପ୍ରଚାର; ‘ଶପଥଗ୍ରହଣ ପରେ ପ୍ରଥମେ ବିଜୁଳି ବିଲ୍‌‌ ଛାଡ଼ ଘୋଷଣାରେ ଦସ୍ତଖତ କରିବି’

ଡେସ୍କ: ସମ୍ବଲପୁର ଜିଲାର ନାକଟିଦେଉଳରେ ଶୁକ୍ରବାର ପ୍ରଚାର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସମ୍ବଲପୁର ପିଏଚଡି ପଡ଼ିଆରେ ବିଶାଳ ସମାବେଶକୁ ଉଦବୋଧନ ଦେବା ପରେ ନାକଟିଦେଉଳଠାରେ ଆୟୋଜିତ ସଭାରେ ବିରୋଧୀଙ୍କ ଉପରେ ବର୍ଷିଛନ୍ତି ନବୀନ। ଏହା ସହିତ ସେ ଆସନ୍ତା ଜୁନ ୯ରେ ମୁଖ୍ୟମନ୍ତ୍ରୀ ଭାବେ ପୁନର୍ବାର ଶପଥ ନେବେ ବୋଲି ଦୃଢ଼ୋକ୍ତି ପ୍ରକାଶ କରି କହିଛନ୍ତି। ଶପଥ ନେବା ପରେ ସର୍ବପ୍ରଥମେ ସେ ବିଜୁଳି ଛାଡ଼ ବିଲ୍‌‌ ଉପରେ ଦସ୍ତଖତ କରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। … Continue reading ନାକଟିଦେଉଳରେ ମୁଖ୍ୟମନ୍ତ୍ରୀଙ୍କ ପ୍ରଚାର; ‘ଶପଥଗ୍ରହଣ ପରେ ପ୍ରଥମେ ବିଜୁଳି ବିଲ୍‌‌ ଛାଡ଼ ଘୋଷଣାରେ ଦସ୍ତଖତ କରିବି’