www.samajalive.in
Sunday, December 7, 2025
15.1 C
Bhubaneswar

ବିଡିଏ ଏନ୍‌ଫୋର୍ସମେଣ୍ଟ ପାଇଁ ୬୭ଟି ନୂତନ ପଦବୀକୁ ମିଳିଲା ଅନୁମୋଦନ

ଭୁବନେଶ୍ବର: ଭୁବନେଶ୍ବର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ) ଏନ୍‌ଫୋର୍ସମେଣ୍ଟ ବ୍ୟବସ୍ଥା ଅଧିକ ଦକ୍ଷ ଓ କ୍ରିୟାଶୀଳ ହେବ। ଗୁରୁବାର ଏନ୍‌ଫୋର୍ସମେଣ୍ଟ ପାଇଁ ୬୭ଟି ନୂତନ ପଦବୀକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ସୂଚନା ମୁତାବକ, ରାଜ୍ୟ ପୁଲିସ ପ୍ରଶାସନ ପକ୍ଷରୁ ଏହି ପଦବୀ ସୃଷ୍ଟି ହେବ। ଏହି ପଦବୀଗୁଡିକ ପୂରଣ ହେବା ଦ୍ୱାରା ବିଭିନ୍ନ ଉନ୍ନୟନ କାର୍ଯ୍ୟ ଏବଂ ଜବରଦଖଲ ଉଚ୍ଛେଦ କାର୍ଯ୍ୟ ତ୍ୱରାନ୍ୱିତ ହେବ। ୧ଟି ଆସିଷ୍ଟାଷ୍ଟ କମିଶନର, ୬ଟି ଏଏସଆଇ ଏବଂ ୬୦ଟି କନଷ୍ଟେବଳ ପଦବୀକୁ ଅନୁମୋଦନ ମିଳିଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories