www.samajalive.in
Friday, December 12, 2025
27.1 C
Bhubaneswar

ଦେଶର ନୂଆ ସିଏଜି ଓଡିଆ ପୁଅ ଗିରୀଶ ଚନ୍ଦ୍ର ମୁର୍ମୁଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ଵର : ଓଡ଼ିଆ ଆଇଏଏସ୍ ତଥା ଗୁଜରାଟ କ୍ୟାଡ଼ର ଆଇଏଏସ୍ ଗିରୀଶ ଚନ୍ଦ୍ର ମୁର୍ମୁ ଦିନକ ପରେ  ଅଡ଼ିଟର ଜେନେରାଲ ଅଫ୍ ଇଣ୍ଡିଆ (ସିଏଜି) ଭାବରେ ଦାୟିତ୍ଵ ନେବେ । ମୟୂରଭଞ୍ଜର ବେତନଟୀଠାରେ ଜନ୍ମିତ ଶ୍ରୀ ମୁର୍ମୁ ଏହି ପଦରେ ପ୍ରଥମ ଓଡ଼ିଆ ଭାବରେ କାର୍ଯ୍ୟ କରିବେ । ଆସନ୍ତାକାଲି ସେ ଶପଥ ନେବେ । ରାଷ୍ଟ୍ରପତି ଭବନରେ ତାଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ।


ଦେଶର କମ୍ପ୍ରୋଲର ଏଣ୍ଡ ଅଡିଟର ଜେନେରାଲ (ସିଏଜି) ଭାବେ ନବନିଯୁକ୍ତ ଗିରିଶ ଚନ୍ଦ୍ର ମୁର୍ମୁଙ୍କୁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି। ନୂଆ ଦାୟିତ୍ବ ପାଇଁ ସେ ଗିରିଶ ଚନ୍ଦ୍ର ମୁର୍ମୁଙ୍କୁ ନିଜର ଟିଇଟରରେ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ଶୁଭେଚ୍ଛା ବାର୍ତ୍ତାରେ ଲେଖିଛନ୍ତି,ଓଡ଼ିଶାରେ ଜନ୍ମିତ ଆଇଏଏସ୍ ଅଧିକାରୀ ଗିରିଶ ଚନ୍ଦ୍ର ମୁର୍ମୁଙ୍କୁ ଅଡ଼ିଟର ଜେନେରାଲ ଅଫ୍ ଇଣ୍ଡିଆ (ସିଏଜି) ଭାବରେ ନିଯୁକ୍ତ କରାଯାଇଛି, ତାଙ୍କର ନୂତନ ଦାୟିତ୍ବ ପାଇଁ ତାଙ୍କୁ ଶୁଭେଚ୍ଛା ।

- Advertisement -

 

Hot this week

ମୁମ୍ବାଇ :କମୁନି 'ଧୁରନ୍ଧର'ର କ୍ରେଜ୍। ଡିସେମ୍ବର ୫ରେ ରିଲିଜ ଛି 'ଧୁରନ୍ଧର'।...

ସାଉଥ୍ ଏସିଆନ୍‌ ମୈତ୍ରୀ ସମ୍ମିଳନୀ ଉଦ୍‌ଘାଟିତ: ଯୋଗଦେଲେ ବିଭିନ୍ନ ରାଜ୍ୟର ଶତାଧିକ ପ୍ରତିନିଧି

ବ୍ରହ୍ମପୁର: ଶୁକ୍ରବାର ଗଞ୍ଜାମ ଜିଲ୍ଲାର ଗୋପାଳପୁର ବେଳାଭୂମିଠାରେ ୩୫ତମ ସାଉଥ୍ ଏସିଆନ୍...

ନିର୍ମାଣାଧିନ ପାଣିଟାଙ୍କିରୁ ଖସି ଯୁବକଙ୍କ ମୃତ୍ୟୁ

କେନ୍ଦ୍ରାପଡା: ନିର୍ମାଣାଧିନ ପାଣିଟାଙ୍କିରୁ ଖସି ଯୁବକର ମୃତ୍ୟୁ। ଏଭଳି ଅଭାବନୀୟ ଘଟଣା...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ୪ଜଣଙ୍କୁ ବହିଷ୍କାର କଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳବସ୍ଥା ଘଟଣାରେ ଡିଜିସିଏ...

ଭିଜିଲାନ୍ସ ନାଁରେ ଓଏଏସ୍‌ ଙ୍କୁ ଠକେଇ, ଦୁଇ ଗିରଫ

ରାଉରକେଲା : ନିଜକୁ ଭିଜିଲାନ୍ସ ଅଧିକାରୀ କହି ଠକେଇ ଅଭିଯୋଗରେ ଦୁଇ...

Related Articles

Popular Categories