ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୁକ୍ତରାଷ୍ଟ୍ର ଆମେରିକାର ୨୦୨୦ ନିର୍ବାଚନରେ ବହୁମତ ହାସଲ କରିଥିବା ରାଷ୍ଟ୍ରପତି ପ୍ରାର୍ଥୀ ଜୋ ବାଇଡେନ ଏବଂ ଉପରାଷ୍ଟ୍ରପତି ପ୍ରାର୍ଥୀ କମଳା ହାରିସ୍ଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେମାନଙ୍କର କାର୍ଯ୍ୟକାଳ ସମୟରେ ଭାରତ-ଆମେରିକା ବନ୍ଧୁତ୍ୱ ଅଧିକ ମଜବୁତ ହେବ ଏବଂ ବିଶ୍ୱର ଦୁଇ ବୃହତ ଗଣତନ୍ତ୍ର ବିଶ୍ୱକୁ ଅଧିକ ଆଗକୁ ନେବା ପାଇଁ ଏକତ୍ର କାର୍ଯ୍ୟ କରିବେ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଶା ପ୍ରକାଶ କରିଛନ୍ତି।
ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ, ଉପରାଷ୍ଟ୍ରପତି କମଳା ହାରିସ୍ଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
Popular Categories



