www.samajalive.in
Saturday, December 6, 2025
15.1 C
Bhubaneswar

ନବୀନ ନିବାସରେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର

ଭୁବନେଶ୍ୱର : ଓଡିଶା ଗସ୍ତରେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର। ମଙ୍ଗଳବାର ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ନୀତୀଶଙ୍କୁ କରାଗଲା ଭବ୍ୟ ସ୍ୱାଗତ। ବିମାନବନ୍ଦରରୁ ନୀତୀଶ କୁମାର ସିଧାସଳଖ ନବୀନ ନିବାସ ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି।

ସେଠାରେ ଦୁଇ ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ ଆଲୋଚନା ହେଉଛି।

୨୦୨୪ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ବିଜେପି ବିରୋଧୀ ମେଣ୍ଟ ପାଇଁ ନୀତୀଶ କୁମାର ପୂର୍ବରୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ୍, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ସମାଜବାଦୀ ପାର୍ଟିର ନେତା ଅଖିଳେଶ ଯାଦବ, ବାମପନ୍ଥୀ ନେତା ସୀତାରାମ ୟେଚୁରୀ ଓ ଡି. ରାଜାଙ୍କୁ ସାକ୍ଷାତ କରିସାରିଛନ୍ତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories