www.samajalive.in
Saturday, December 6, 2025
26.1 C
Bhubaneswar

ବଦଳିଲା କଳାହାଣ୍ଡି ୟୁନିଭର୍ସିଟି ନାଁ ; ହେଲା ମା’ମାଣିକେଶ୍ୱରୀ ୟୁନିଭର୍ସିଟି

ଭୁବନେଶ୍ୱର : ଆଜି କଳାହାଣ୍ଡି ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କଳାହାଣ୍ଡି ପ୍ରତିଷ୍ଠା ଦିବସ ଅବସରରେ ସଭିଁଙ୍କୁ ଶୁଭେଚ୍ଛା ଜଣାଇବା ସହ ଭେଟି ଦେଇଛନ୍ତି। ଆଜି କଳାହାଣ୍ଡିରେ ଲକ୍ଷ୍ମୀ ଯୋଜନାର ଶୁଭାରମ୍ଭ ସହ କଳାହାଣ୍ଡି ୟୁନିଭର୍ସିଟି ନାଁ ବଦଳିଛି। କଳାହାଣ୍ଡି ୟୁନିଭର୍ସିଟି ନାଁ ହେଲା ମା’ମାଣିକେଶ୍ୱରୀ ୟୁନିଭର୍ସିଟି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଲକ୍ଷ୍ମୀ ବସ୍‌‌ ଲୋକାର୍ପଣ ସମାରୋହରେ ମୁଖ୍ୟମନ୍ତ୍ରୀ ଏହା ଘୋଷଣା କରିଛନ୍ତି।

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories