www.samajalive.in
Sunday, December 7, 2025
23.1 C
Bhubaneswar

ସିକ୍କିମରେ ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଗଭୀର ଶୋକ ପ୍ରକାଶ

ଭୁବନେଶ୍ୱର : ସିକ୍କିମରେ ଘଟିଥିବା ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ସିକ୍କିମର ତିସ୍ତା ନଦୀରେ ଏକ ଟୁରିଷ୍ଟ ବସ୍ ବହୁ ଗଭୀରକୁ ଖସି ପଡ଼ିଥିବା ଖବର ଜାଣିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଏହି ବସରେ ଓଡ଼ିଶାର ଅନେକ ଯାତ୍ରୀ ଥିବାର ସୂଚନା ମିଳିବା ପରେ ମୁଖ୍ୟମନ୍ତ୍ରୀ ସିକ୍କିମ ସରକାରଙ୍କ ସହ ଆଲୋଚନା କରିଛନ୍ତି।

- Advertisement -

ଯାତ୍ରୀମାନଙ୍କର ଉଦ୍ଧାର, ଚିକିତ୍ସା ଓ ଓଡ଼ିଶାକୁ ଆଣିବା ନେଇ ମୁଖ୍ୟମନ୍ତ୍ରୀ ଆଲୋଚନା କରିବା ସହିତ ଓଡ଼ିଶାରୁ ଅଧିକାରୀମାନଙ୍କ ଏକ ସ୍ବତନ୍ତ୍ର ଟିମ୍ ଏହାର ସୁପରିଚାଳନା ପାଇଁ ସିକ୍କିମ ଯିବାକୁ ନିର୍ଦ୍ଦେଶ ଦେଇଛନ୍ତି।

ଦୀର୍ଘ ବର୍ଷ ପରେ ଶକ୍ତିଶାଳୀ ଯୋଗ: ଏହି ରାଶିଙ୍କୁ ଖାଲି ମିଳିବ ଲାଭ, ହେବେ ମାଲାମାଲ୍‌, ରହିବନି ଚିନ୍ତା.. 

ଦେଖନ୍ତୁ ଭିଡିଓ; ଅହିରାଜକୁ ଖେଳନା ଭାବି ଖେଳିଲା ଶିଶୁ, ତା’ପରେ..

Hot this week

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories