www.samajalive.in
Saturday, December 6, 2025
16.1 C
Bhubaneswar

୧୬ରେ ନବୀନଙ୍କ ରୋଡ୍ ଶୋ’

ଭୁବନେଶ୍ୱର : ମେ’ ୧୬ରେ ରୋଡ୍ ଶୋ’ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଭୁବନେଶ୍ୱରରେ କରିବେ ରୋଡ୍ ଶୋ’। ଗଙ୍ଗନଗର ଛକରୁ ବାହାରିବ ରୋଡ୍ ଶୋ। ଏଲଆଇସି କାର୍ଯ୍ୟାଳୟ, ଗୋପବନ୍ଧୁ ଛକ, ଡିଏଭି ଛକରେ କରିବେ ରୋଡ୍ ଶୋ’। ଏଚଡିଏଫସି ବ୍ୟାଙ୍କ ଛକ, ନୂଆସାହିରେ, ବେହେରା ସାହି, ନିକୋ ପାର୍କ ଛକରେ, ବାୟାବାବା ମଠ ଦେଇ ରୂପାଲି ଛକ ପର୍ଯ୍ୟନ୍ତ ରୋଡ୍ ଶୋ’ କରିବେ ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀଙ୍କ ରୋଡ୍ ଶୋ’ ବେଳେ ବ୍ୟାରିକେଡିଂ କରାଯିବ। ରୋଡ୍ ଶୋ’ ସମୟରେ ବରିଷ୍ଠ ପୁଲିସ ଉପସ୍ଥିତ ରହିବେ। ଉଚ୍ଚ କୋଠାରେ ସୁରକ୍ଷା କର୍ମୀ ମଧ୍ୟ ନିୟୋଜିତ ରହିବେ। ଏନେଇ ମଙ୍ଗଳବାର ଭୁବନେଶ୍ୱର ଡିସିପି ପ୍ରତୀକ ସିଂହ ସୂଚନା ଦେଇଛନ୍ତି।

ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନ ; ଏହି ରାଶିଙ୍କ ଖୋଲି ଯିବ ଭାଗ୍ୟ, ଦରମାରେ ବୃଦ୍ଧି, ମିଳିବ ଚାକିରି..

Hot this week

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

ଟିଏମ୍‌ସି ସାଂସଦଙ୍କୁ ସମ୍ବିତ ପାତ୍ରଙ୍କ କଡ଼ା ଜବାବ

‘ଓଡ଼ିଶାରେ ବାଂଲାଦେଶୀଙ୍କ ସ୍ଥାନ ନାହିଁ ’ ନୂଆଦିଲ୍ଲୀ : ଲୋକସଭା ଶୂନ୍ୟକାଳରେ ବାଂଲାଦେଶୀ...

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

Related Articles

Popular Categories