www.samajalive.in
Saturday, December 6, 2025
23.1 C
Bhubaneswar

ନବୀନଙ୍କୁ ଶପଥ ଗ୍ରହଣ ସମାରୋହକୁ ନିମନ୍ତ୍ରଣ କଲେ ନୂଆ ମୁଖ୍ୟମନ୍ତ୍ରୀ ..

ଭୁବନେଶ୍ୱର : ନବୀନ ନିବାସରେ ବୁଧବାର ପହଞ୍ଚିଛନ୍ତି ନୂଆ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ନବୀନଙ୍କୁ ଭେଟିବା ପରେ ନୂଆ ମୁଖ୍ୟମନ୍ତ୍ରୀ ଗଣ ମାଧ୍ୟମ ସମ୍ମୁଖରେ ନିଜର ପ୍ରତିକ୍ରିୟା ଦେଇ କହିଛନ୍ତି, ନବୀନଙ୍କୁ ନିମନ୍ତ୍ରଣ କରିବାକୁ ଯାଇଥିଲି। ଶପଥ ଗ୍ରହଣ ସମାରୋହକୁ ଆସିବାକୁ ନିମନ୍ତ୍ରଣ ଜଣାଇଲି। ନବୀନ ବାବୁ ସମାରୋହକୁ ଆସିବାକୁ ସମ୍ମତି ଜଣାଇଥିବା କହିଲେ ନୂଆ ମୁଖ୍ୟମନ୍ତ୍ରୀ।


ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ ପାଇଁ ପହଞ୍ଚିଥିଲେ ନୂଆ ମୁଖ୍ୟମନ୍ତ୍ରୀ। ବରପୁତ୍ରଙ୍କୁ ମାଲ୍ୟାର୍ପଣ ପରେ ନବୀନ ନିବାସରେ ପହଞ୍ଚିଥିଲେ। ଶପଥ ଗ୍ରହଣ ପୂର୍ବରୁ ନବୀନଙ୍କୁ ନୂଆ ମୁଖ୍ୟମନ୍ତ୍ରୀ ଭେଟିଛନ୍ତି।

ଗାଡି ପଛେ ପଛେ ଦୌଡି ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁଙ୍କୁ ଏପରି କହିଲେ ମହିଳା..

- Advertisement -

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories