ଦୈନିକ ଲୋକଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଭୁବନେଶ୍ୱର : ଏଣିକି ଦୈନିକ ୨ ଘଣ୍ଟା ଲୋକଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଶୁକ୍ରବାର ଠାରୁ ଆରମ୍ଭ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି। ପ୍ରତିଦିନ ଅପରାହ୍ଣ ୩ଟା ରୁ ୫ଟା ପର୍ୟ୍ୟନ୍ତ ମୁଖ୍ୟମନ୍ତ୍ରୀ ଲୋକଙ୍କ ଅଭିଯୋଗ ଶୁଣିବେ। ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପ୍ରତିଦିନ ୨ ଘଣ୍ଟା ପାଇଁ ଲୋକଙ୍କ ଅଭିଯୋଗ ଶୁଣିବେ। ବୁଧ ହେବେ ଉଦୟ ; ଏହି ୫ ରାଶିଙ୍କୁ ମିଳିବ ଧନ ହିଁ ଧନ, ଚାକିରି, ହେବ … Continue reading ଦୈନିକ ଲୋକଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ