www.samajalive.in
Saturday, December 6, 2025
26.1 C
Bhubaneswar

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଶନିବାର ନୂଆଦିଲ୍ଲୀ ଠାରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ସାକ୍ଷାତ କରି ଆଳୁ ଯୋଗାଣ ସମସ୍ୟାର ସମାଧାନ ପାଇଁ ଆଲୋଚନା କରିଛନ୍ତି। ଉଭୟ ମୁଖ୍ୟମନ୍ତ୍ରୀ ନୀତି ଆୟୋଗ ବୈଠକରେ ଯୋଗ ଦେବା ପାଇଁ ଦିଲ୍ଲୀରେ ଅଛନ୍ତି।
ଆଲୋଚନାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଥିଲେ, ପଶ୍ଚିମବଙ୍ଗରୁ ଓଡ଼ିଶାକୁ ଆଳୁ ଯୋଗାଣ ବାଧାପ୍ରାପ୍ତ ହୋଇଥିବାରୁ ଦରଦାମ ଅହେତୁକ ବୃଦ୍ଧି ପାଉଛି। ଏହାଦ୍ବାରା ରାଜ୍ୟର ଜନ ସାଧାରଣ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହି ସମସ୍ୟାର ଶୀଘ୍ର ସମାଧାନ ପାଇଁ ସେ ମମତା ବାନାର୍ଜୀଙ୍କୁ ଅନୁରୋଧ କରିଥିଲେ।

ଘରୋଇ ଦୁଗ୍ଧ କମ୍ପାନୀ ମିଲ୍କ ମୁଁରେ ଯୋଗାଣ ମନ୍ତ୍ରୀ ; କହିଲେ ସାମ୍ପୁଲ ପରୀକ୍ଷା ପରେ ନିଆଯିବ କାର୍ଯ୍ୟାନୁଷ୍ଠାନ

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories