www.samajalive.in
Saturday, December 6, 2025
15.1 C
Bhubaneswar

ମୁମ୍ବାଇ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର : ରାଜ୍ୟରେ ଶିଳ୍ପାୟନ ଲାଗି ମୁମ୍ବାଇ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଆସନ୍ତା ୧୮ ଓ ୧୯ରେ ମୁମ୍ବାଇରେ ୨ ଦିନିଆ ନିବେଶକ ସମ୍ମିଳନୀ ଓ ରୋଡ୍ ସୋ’ ଆୟୋଜନ କରିବେ ଓଡ଼ିଶା ସରକାର, ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେବେ। ୧୮ ଓ ୧୯ରେ ମୁମ୍ବାଇରେ ବିଭିନ୍ନ କାର୍ଯ୍ୟକ୍ରମରେ ସାମିଲ ହେବେ ମୁଖ୍ୟମନ୍ତ୍ରୀ। ୧୯ରେ ୩୦୦ରୁ ଅଧିକ ନିବେଶକଙ୍କ ସହ ଆଲୋଚନା କରିବେ ।୧୮ରେ କେନ୍ଦ୍ର ସରକାରଙ୍କ ଆୟୋଜିତ କାର୍ଯ୍ୟକ୍ରମରେ ସାମିଲ୍‌ ହେବେ। ମୁଖ୍ୟମନ୍ତ୍ରୀଙ୍କ ମୁମ୍ବାଇ ଗସ୍ତ କାର୍ଯ୍ୟକ୍ରମ ନେଇ ମଙ୍ଗଳବାର ଶିଳ୍ପମନ୍ତ୍ରୀ ସମ୍ପଦ ସ୍ୱାଇଁ ସୂଚନା ଦେଇଛନ୍ତି।

ବଢିଲା ସୁରକ୍ଷା ବ୍ୟବସ୍ଥା; ସଲମାନ୍‌ ଖାନ୍‌ଙ୍କୁ ୱାଇ ପ୍ଲସ୍‌ ସିକ୍ୟୁରିଟି

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories