www.samajalive.in
Tuesday, December 9, 2025
15.1 C
Bhubaneswar

ଚେତିଲେ ସରକାର, ଫସଲ କ୍ଷୟକ୍ଷତି ଆକଳନ ଶୀଘ୍ର ସାରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର : ଅଦିନିଆ ଲଗାଣ ବର୍ଷା ଯୋଗୁଁ ରାଜ୍ୟରେ ବ୍ୟାପକ ଫସଲ କ୍ଷତି ହୋଇଛି। ଲୋକ ସେବା ଭବନରେ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଫସଲ କ୍ଷୟକ୍ଷତି ସମ୍ପର୍କରେ ସମୀକ୍ଷା କରିଛନ୍ତି। ପରେ ଗଣ ମାଧ୍ୟମକୁ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଚଳିତ ମାସ ୩୦ ତାରିଖ ସୁଦ୍ଧା ଫସଲ କ୍ଷତି ଆକଳନ କରାଯିବ।
ମୁଖ୍ୟମନ୍ତ୍ରୀ କହିଛନ୍ତି, ଡିବିଟି ଜରିଆରେ ଚାଷୀଙ୍କୁ ଫସଲ କ୍ଷତିପୂରଣ ପ୍ରଦାନ କରାଯିବ। ଧାନ ବ୍ୟତୀତ ଅନ୍ୟାନ୍ୟ ଫସଲ ପାଇଁ ମଧ୍ୟ କ୍ଷତିପୂରଣ ଦିଆଯିବ। ବୀମା କରିଥିବା ଚାଷୀ ଓ କରିନଥିବା ଚାଷୀ କ୍ଷତି ପୂରଣ ପାଇବେ। ବୀମାଭୁକ୍ତ ୧ ଲକ୍ଷ ୨୬ ହଜାର ଚାଷୀ ଆବେଦନ କରି ସାରିଲେଣି। କାଲି ସୁଦ୍ଧା ଅନ୍ୟ ବୀମାଭୁକ୍ତ ଚାଷୀ ପଞ୍ଜିକରଣ କରିବାକୁ ପରାମର୍ଶ ଦେଇଛନ୍ତି। କୃଷି ରକ୍ଷକ ଆପ୍‌ର ଟୋଲ୍‌ ଫ୍ରି ନଂ ୧୪୪୪୭ରେ ଆବେଦନ କରନ୍ତୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

କେମିତି କଟିବ ନୂଆବର୍ଷ ୨୦୨୫.. ମେଷ ଠାରୁ ମୀନ: ଜାଣନ୍ତୁ କିଏ ହେବେ ମାଲାମାଲ୍‌, କାହାର ହେବ ନୂଆ ଚାକିରି, ବିବାହ, ନୂଆଘର, ସୁନା ଭଳି ଚମକିବ ଭାଗ୍ୟ..

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories