ଶୀତଳ ଷଷ୍ଠୀ ଯାତ୍ରା ପାଇଁ ୫୦ ଲକ୍ଷ ଟଙ୍କାର ଆର୍ଥିକ ଅନୁଦାନ

ଭୁବନେଶ୍ୱର : ଶୀତଳ ଷଷ୍ଠୀ ଯାତ୍ରା ପାଇଁ ୫୦ ଲକ୍ଷ ଟଙ୍କାର ଆର୍ଥିକ ଅନୁଦାନ ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି । ଶୀତଳ ଷଷ୍ଠୀ ଯାତ୍ରାକୁ ଆହୁରି ଭବ୍ୟ ଓ ପ୍ରଚାର ପ୍ରସାର ପାଇଁ ଅନୁଦାନ କରିଛନ୍ତି । ମୁଖ୍ୟମନ୍ତ୍ରୀ ଏକ୍ସରେ କହିଛନ୍ତି, ଶୀତଳ ଷଷ୍ଠୀ ଯାତ୍ରା’ ଆମ ସଂସ୍କୃତି, ପରମ୍ପରାର ଅନନ୍ୟ ବାର୍ତ୍ତାବହ। ଦେବ ଦେବ ମହାଦେବ ଓ ମାତା ପାର୍ବତୀଙ୍କ ବିବାହ ଉତ୍ସବ ଐତିହ୍ୟ ସମ୍ପନ୍ନ ‘ଶୀତଳ ଷଷ୍ଠୀ’ ଯାତ୍ରାକୁ … Continue reading ଶୀତଳ ଷଷ୍ଠୀ ଯାତ୍ରା ପାଇଁ ୫୦ ଲକ୍ଷ ଟଙ୍କାର ଆର୍ଥିକ ଅନୁଦାନ