www.samajalive.in
Saturday, December 6, 2025
26.1 C
Bhubaneswar

ପ୍ରଥମ ବିଶ୍ୱ ଓଡିଆ ଭାଷା ସମ୍ମିଳନୀ ପାଇଁ ଲୋଗୋ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପ୍ରଥମ ବିଶ୍ୱ ଓଡିଆ ଭାଷା ସମ୍ମିଳନୀ ପାଇଁ ଗୁରୁବାର ଲୋଗୋ ଉନ୍ମୋଚିତ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋଗୋ ଉନ୍ମୋଚନ କରିଛନ୍ତି। ଲୋଗୋର ଟ୍ୟାଗଲାଇନ୍‌‌ ଭାଷା ହିଁ ଭବିଷ୍ୟତ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଭାଷା ସମ୍ମିଳନୀର ବିପୁଳ ସଫଳତା କାମନା କରିଛନ୍ତି। ଫେବ୍ରୁଆରୀ ୩ ରୁ ୫ ତାରିଖ ପର୍ଯ୍ୟନ୍ତ ଏହି ସମ୍ମିଳନୀ ଅନୁଷ୍ଠିତ ହେବ। ଏଥିରେ ବହୁ ବୁଦ୍ଧିଜୀବୀ, ଗବେଷକ, ବିଦ୍ୱାନ ଓ ଛାତ୍ରଛାତ୍ରୀ ଏକାଠି ହେବେ। ମତ ବିନିମୟ ପାଇଁ ଏହି ସମ୍ମିଳନୀ ଏକ ସୁନ୍ଦର ମଞ୍ଚ ଭାବେ କାର୍ଯ୍ୟ କରିବ।

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories