www.samajalive.in
Monday, December 8, 2025
20.1 C
Bhubaneswar

ବେସାମରିକ ପ୍ରତିରକ୍ଷା ସ୍ୱେଚ୍ଛାସେବୀଙ୍କ ଦୈନିକ ଭତ୍ତା ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ବେସାମରିକ ପ୍ରତିରକ୍ଷା ସ୍ୱେଚ୍ଛାସେବୀ ମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି । ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବେସାମରିକ ପ୍ରତିରକ୍ଷା ସ୍ୱେଚ୍ଛାସେବୀମାନଙ୍କ ଦୈନିକ ଭତ୍ତା ପରିମାଣ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି।
ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ ବେସାମରିକ ପ୍ରତିରକ୍ଷା ସ୍ୱେଚ୍ଛାସେବୀମାନଙ୍କର ଦୈନିକ ଡ୍ୟୁଟି ଭତ୍ତା ପରିମାଣ ୩୧ ଟଙ୍କାରୁ ୧୫୦ ଟଙ୍କାକୁ ବୃଦ୍ଧି ହୋଇଥିବା ବେଳେ ଦୈନିକ ଟ୍ରେନିଙ୍ଗ ଭତ୍ତା ପରିମାଣ ୨୮ ଟଙ୍କାରୁ ୧୪୦ ଟଙ୍କାକୁ ବୃଦ୍ଧି ପାଇଛି। ଏହି ବର୍ଦ୍ଧିତ ଭତ୍ତା ପରିମାଣ ପିଛିଲା ଭାବେ ୨୦୨୫ ମେ ପହିଲାଠାରୁ ଲାଗୁ ହେବ।
ଓଡିଶାରେ ବେସାମରିକ ପ୍ରତିରକ୍ଷା ସ୍ୱେଚ୍ଛାସେବୀଙ୍କ ସଂଖ୍ୟା ୭୦୦ରୁ କମ୍ ଅଛି। ଏହି ନିଷ୍ପତ୍ତି ଦ୍ୱାରା ରାଜ୍ୟରେ ବେସାମରିକ ପ୍ରତିରକ୍ଷା ସ୍ୱେଚ୍ଛାସେବୀ ମାନଙ୍କ ସଂଖ୍ୟା ବୃଦ୍ଧି ପାଇବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି।

ଅତ୍ୟନ୍ତ ଦୁର୍ଲ୍ଲଭ ଯୋଗ.. ଏକାଠି ହେଲେ ଶୁକ୍ର-ଶନି ; ଏହି ରାଶିଙ୍କ ଖୋଲିବେ ବନ୍ଦ ଭାଗ୍ୟର ତାଲା, ହଠାତ୍‌ ହେବେ କୋଟିପତି..

ଅହମଦାବାଦ ବିମାନ ଦୁର୍ଘଟଣାରେ କେମିତି ବର୍ତ୍ତିଗଲେ ବିଶ୍ୱାସ ; କହିଲେ ଛାତିଥରା କାହାଣୀ

- Advertisement -

ଅହମଦାବାଦ ବିମାନ ଦୁର୍ଘଟଣା ; ରିକ୍ସା ଚଲାଇ ଝିଅକୁ ପଢାଇଥିଲେ ପାଠ, କମ୍ପାନୀ କାମରେ ଯାଉଥିଲେ ଲଣ୍ଡନ,ହେଲେ ସବୁକିଛି ବଦଳିଗଲା

Hot this week

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

Related Articles

Popular Categories