www.samajalive.in
Tuesday, December 9, 2025
16.1 C
Bhubaneswar

ଭୁବନେଶ୍ୱର ବିମାନବନ୍ଦରରେ ଅବତରଣ କରି ପାରିଲାନି ମୁଖ୍ୟମନ୍ତ୍ରୀଙ୍କ ବିମାନ

ଭୁବନେଶ୍ୱର : ଭୁବନେଶ୍ୱରରେ ଶୁକ୍ରବାର ପୂର୍ବାହ୍ନରେ ଓହ୍ଲାଇ ପାରିଲେନି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପାଗ ଖରାପ ଯୋଗୁଁ ଭୁବନେଶ୍ୱର ବିମାନବନ୍ଦରରେ ଅବତରଣ କରି ପାରିଲାନି ମୁଖ୍ୟମନ୍ତ୍ରୀଙ୍କ ବିମାନ । ଭୁବନେଶ୍ୱର ବଦଳରେ କଲକାତା ଗଲେ ମୁଖ୍ୟମନ୍ତ୍ରୀ । ଏନେଇ ସୂଚନା ଦେଇଛନ୍ତି ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର । ବିମାନରେ ମୁଖ୍ୟମନ୍ତ୍ରୀ ନୂଆଦିଲ୍ଲୀରୁ ଭୁବନେଶ୍ୱର ଫେରୁଥିଲେ ।

୫୦ ବର୍ଷ ପରେ ଚନ୍ଦ୍ରଗ୍ରହଣରେ ଶନିଙ୍କ ଓଲଟା ଚଳନକୁ ଗୁରୁ ଉଦୟ; ଏହି ୩ ରାଶିଙ୍କ ଖୋଲିବ ବନ୍ଦ ଭାଗ୍ୟର ତାଲା

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories