www.samajalive.in
Monday, December 8, 2025
27.1 C
Bhubaneswar

ଆତ୍ମହତ୍ୟା ସମାଧାନର ରାସ୍ତା ନୁହେଁ, ଏହା ଏକ ଦୁର୍ବଳ ମାନସିକତା – ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆଜି ବିଶ୍ୱ ଆତ୍ମହତ୍ୟା ନିବାରଣ ଦିବସରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ୍ସରେ କହିଛନ୍ତି, ଆତ୍ମହତ୍ୟା ସମାଧାନର ରାସ୍ତା ନୁହେଁ । ଏହା ଏକ ଦୁର୍ବଳ ମାନସିକତା । ଆଜି ଆତ୍ମହତ୍ୟା ନିବାରଣ ଦିବସରେ ଆସନ୍ତୁ ସଂକଳ୍ପ ନେବା-ସମସ୍ୟାକୁ ହରାଇବା ଜୀବନକୁ ଭଲ ପାଇବା । ଆତ୍ମହତ୍ୟାର ନିବାରଣ ପାଇଁ ବ୍ୟାପକ ସାମାଜିକ ସଚେତନତା ସୃଷ୍ଟି କରିବା ଦିଗରେ ଆମେ ସମସ୍ତେ କାମ କରିବା ।

ପିତୃପକ୍ଷ: ଗ୍ରହଙ୍କ ଦୁର୍ଲ୍ଲଭ ସଂଯୋଗ, କେଉଁ ରାଶି ହେବେ ମାଲାମାଲ୍‌, କାହାର ଦେଖାଦେବ ସମସ୍ୟା

- Advertisement -

Hot this week

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

Related Articles

Popular Categories