www.samajalive.in
Sunday, December 7, 2025
15.1 C
Bhubaneswar

+୩,ପିଜି ଛାତ୍ରଛାତ୍ରୀଙ୍କୁ ମିଳିବ ସ୍କଲାରସିପ୍‌‌ – ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର : ଛାତ୍ରଛାତ୍ରୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଏକ ବଡ ଘୋଷଣା କରିଛନ୍ତି। ନୂଆ-ଓ ଯୋଜନାରେ +୩, ପିଜି ଛାତ୍ରଛାତ୍ରୀଙ୍କୁ ମିଳିବ ଛାତ୍ରବୃତ୍ତି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ଏନେଇ ନିଷ୍ପତ୍ତି ନେଇଥିବା ନେଇ ମଙ୍ଗଳବାର ୫ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନ କହିଛନ୍ତି। ଏନେଇ ଯାଜପୁରରରେ ଏନସି କଲେଜ ପଡିଆରେ ଆୟୋଜିତ ନୂଆ-ଓ କାର୍ଯ୍ୟକ୍ରମରେ ସେ ଏହା କହିଛନ୍ତି। ଛାତ୍ରଛାତ୍ରୀଙ୍କ ନାଁରେ ବ୍ୟାଙ୍କ ଆକାଉଣ୍ଟ ଖୋଲାଯିବ। ଛାତ୍ରଙ୍କୁ ୯ ହଜାର ଓ ଛାତ୍ରୀଙ୍କୁ ୧୦ ହଜାର ଟଙ୍କା ମିଳିବ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories