www.samajalive.in
Saturday, December 6, 2025
16.1 C
Bhubaneswar

ଆଉଟସୋର୍ସିଂ କର୍ମଚାରୀଙ୍କ ଦରମା ବୃଦ୍ଧି କଲେ ରାଜ୍ୟ ସରକାର 

ଭୁବନେଶ୍ୱର : ଆଉଟସୋର୍ସିଂ କର୍ମଚାରୀଙ୍କ ଦରମା ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ଗୁରୁବାର ଆଉଟସୋର୍ସିଂ କର୍ମଚାରୀଙ୍କ ମାସିକ ପାରିଶ୍ରମିକ ୨୫ % ବୃଦ୍ଧି କରଛନ୍ତି ସରକାର। ଅଭିଜ୍ଞତା ଭିତ୍ତିରେ ପାରିଶ୍ରମିକ ସ୍ଥିର କରାଯିବା ସହ ପ୍ରତି ୫ ବର୍ଷର ଅଭିଜ୍ଞତା ପାଇଁ ମାସିକ ଅଧିକ ଏକ ହଜାର ଟଙ୍କା ମିଳିବ। ବିଭିନ୍ନ ବିଭାଗରେ ଆଉଟସୋର୍ସିଂ କର୍ମଚାରୀ କାମ କରୁଛନ୍ତି। ସର୍ଭିସ ପ୍ରୋଭାଇଡର ଏଜେନ୍ସୀ ଜରିଆରେ କାମ କରୁଛନ୍ତି। ନିଜ ସମସ୍ୟା ବିଷୟରେ କର୍ମଚାରୀ ମାନେ ୫ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନ୍‌‌କୁ ଜଣାଇଥିଲେ। ଏହାକୁ ନଜରରେ ରଖି ରାଜ୍ୟ ସରକାର ନିଷ୍ପତ୍ତି ଗ୍ରହଣ କରିଛନ୍ତି। ମାସ ଶେଷକୁ ପାରିଶ୍ରମିକ ସୁନିଶ୍ଚିତ ବ୍ୟବସ୍ଥା ଗ୍ରହଣ କରାଯାଇଛି। ମହିଳା କର୍ମଚାରୀ ୧୨୦ ଦିନ ପର୍ଯ୍ୟନ୍ତ ମାତୃତ୍ୱ ଛୁଟି ନେଇପାରିବେ। ପ୍ରଥମ ୨ଟି ସନ୍ତାନ ଜନ୍ମ ପର୍ଯ୍ୟନ୍ତ ଏହି ଛୁଟି ନେଇପାରିବେ। ଅଭିଯୋଗ ଶୁଣାଣି ପାଇଁ ନୋଡାଲ ଅଫିସର ରହିବେ।

Hot this week

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

Related Articles

Popular Categories