ଭୁବନେଶ୍ୱର : ଉତ୍କଳ ଦିବସ ଅବସରରେ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡିଶାବାସୀଙ୍କୁ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି। ସବୁ କ୍ଷେତ୍ରରେ ଓଡିଶା ଲେଖୁଛି ଏକ ଗରିମାମୟ ଇତିହାସ। ପ୍ରତିଟି ଓଡିଆଙ୍କ ପ୍ରତିବଦ୍ଧତାରେ ଓଡିଶା ସମୃଦ୍ଧ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ସବୁ କ୍ଷେତ୍ରରେ ଓଡ଼ିଶା ଲେଖୁଛି ଏକ ଗରିମାମୟ ଇତିହାସ। ପ୍ରତିଟି ଓଡ଼ିଆଙ୍କ ପ୍ରତିବଦ୍ଧତାରେ ଓଡ଼ିଶା ହୋଇଛି ସମୃଦ୍ଧ। ରୂପାନ୍ତରଣର ଏ ଯୁଗ ସହ ତାଳ ଦେଇ 'ବିକଶିତ ଓଡ଼ିଶା' ଗଠନ କରିବା ହେଉଛି ଓଡ଼ିଆର ସଙ୍କଳ୍ପ। ଏହି 'ଓଡ଼ିଶା ଦିବସ'ରେ ଆସନ୍ତୁ ଆମ ଅସ୍ମିତା ଓ ସ୍ୱାଭିମାନକୁ ଆହୁରି ବଳିଷ୍ଠ କରି 'ବିକଶିତ ଓଡ଼ିଶା' ଗଢ଼ିବା ଦିଗରେ ଆଗକୁ… pic.twitter.com/TrN7DILZAK
— Naveen Patnaik (@Naveen_Odisha) April 1, 2024



