www.samajalive.in
Sunday, December 7, 2025
15.1 C
Bhubaneswar

ପୁରୀରେ ହେବ ୭ଟି ବହୁମୁଖୀ ବାତ୍ୟା ଆଶ୍ରୟସ୍ଥଳୀ- ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପୁରୀ ଜିଲାରେ ହେବ ୭ଟି ବହୁମୁଖୀ ବାତ୍ୟା ଆଶ୍ରୟ ସ୍ଥଳୀା ସିଏମଓରେ ଜନଶୁଣାଣି ପରେ ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ନିଷ୍ପତ୍ତି ନେଇଛନ୍ତି। ବ୍ରହ୍ମଗିରୀ, କୃଷ୍ଣପ୍ରସାଦ, କଣାସ ଓ ପୁରୀ ସଦର ବ୍ଲକରେ ବହୁମୁଖୀ ବାତ୍ୟା ଆଶ୍ରୟସ୍ଥଳୀ ନିର୍ମାଣ ହେବା ବାତ୍ୟା ଆଶ୍ରୟସ୍ଥଳୀ ନିର୍ମାଣ ପାଇଁ ମୋଟ ୧୪ କୋଟି ଟଙ୍କା ଖର୍ଚ୍ଚ ହେବା ବାତ୍ୟା ଆଶ୍ରୟସ୍ଥଳୀ ପାଇଁ ସ୍ଥାନ ନିରୂପଣ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ୫ଟି ଅଧ୍ୟକ୍ଷଙ୍କ ପୁରୀ ଜିଲା ଗସ୍ତ ସମୟରେ ଏନେଇ ପ୍ରସ୍ତାବ ଆସିଥିଲା। ଗ୍ରାମ ଉନ୍ନୟନ ବିଭାଗକୁ ଆଶ୍ରୟସ୍ଥଳୀ ନିର୍ମାଣର ଦାୟିତ୍ୱ ଦିଆଯାଇଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories