www.samajalive.in
Friday, December 5, 2025
27.1 C
Bhubaneswar

ନୀତିଶ କୁମାର ଅସୁସ୍ଥ, ସମସ୍ତ କାର୍ଯ୍ୟକ୍ରମ ବାତିଲ

ପାଟନା: ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଅସୁସ୍ଥ ହୋଇ ପଡ଼ିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ଡାକ୍ତରଙ୍କ ଟିମ୍‌ ଲଗାତର ଭାବେ ତାଙ୍କ ଚିକିତ୍ସା ଜାରି ରଖିଛନ୍ତି। ସ୍ଵାସ୍ଥ୍ୟାବସ୍ଥାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ ଚିଠି ଜାରି କରାଯାଇଛି। ଏଥିରେ ସ୍ପଷ୍ଟ ଭାବେ ଲେଖାଯାଇଛି ଯେ, ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଅସୁସ୍ଥ ଅଛନ୍ତି। ଏହି କାରଣରୁ ମଙ୍ଗଳବାର ତାଙ୍କର ସମସ୍ତ କାର୍ଯ୍ୟକ୍ରମ ବାତିଲ କରାଯାଇଛି। ଏଠାରେ ସୂଚନାଯୋଗ୍ୟ, ନୀତିଶ କୁମାର ଆଜି ବିଜେପିର ବରିଷ୍ଠ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ସୁଶୀଲ ମୋଦୀଙ୍କ ଅନ୍ତିମ ସଂସ୍କାରରେ ସାମିଲ ହେବାର ଥିଲା।

 

Hot this week

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

Related Articles

Popular Categories