www.samajalive.in
Saturday, December 6, 2025
26.1 C
Bhubaneswar

ଶିଶୁ ଶ୍ରମିକ ପ୍ରଥା ବନ୍ଦ କରିବାର ସଂକଳ୍ପ ଦୋହରାଇଲେ ମୁଖ୍ୟମନ୍ତ୍ରୀ

ଡେସ୍କ: ରାଜ୍ୟରେ ଶିଶୁ ଶ୍ରମିକ ପ୍ରଥାକୁ ସମ୍ପୂର୍ଣ ରୂପେ ବିଲୋପ କରିବା ସଂକଳ୍ପକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୋହରାଇଛନ୍ତି। ଆଜି ବିଶ୍ୱ ଶିଶୁ ଶ୍ରମ ନିରୋଧୀ ଦିବସ ଅବସରରେ ସେ ଏହା ଟ୍ୱିଟ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ପିଲାମାନେ ଦେଶର ମୁଳଦୁଆ ତିଆରି କରିବାରେ ଗୁରୁତ୍ୱପୂର୍ଣ ଭୂମିକା ନିର୍ବାହ କରିଥାନ୍ତି। ଶିଶୁ ଶ୍ରମ ନିରୋଧୀ ଦିବସ ଅବସରରେ ରାଜ୍ୟରେ ସମସ୍ତ ପ୍ରକାର ଶିଶୁ ଶ୍ରମ ପ୍ରଥାକୁ ବନ୍ଦ କରିବାର ସଂକଳ୍ପକୁ ଦୋହରାଉଛୁ ତଥା ପିଲାମାନଙ୍କ ପାଇଁ ଏକ ସୁସ୍ଥ ବାତାବାରଣ ସୁନିଶ୍ଚିତ କରିବାକୁ ଶପଥ ନେଉଛୁ।

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories