www.samajalive.in
Saturday, December 6, 2025
23.1 C
Bhubaneswar

ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର : ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ। ୭୭ ବର୍ଷ ପୂରଣ କରି ୭୮ ବର୍ଷ ବୟସରେ ପଦାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହି ଅବସରରେ ତାଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଜନ୍ମଦିନର ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଦୀର୍ଘ ଓ ସୁସ୍ଥ ଜୀବନ କାମନା କରିଛନ୍ତି ପ୍ରଧାନମନ୍ତ୍ରୀ।

Hot this week

ଏହି ଗୁଣ ଥିବା ମହିଳାଙ୍କୁ ମିଳେ ଲକ୍ଷ୍ମୀଙ୍କ ଆଶୀର୍ବାଦ: ଘର ହୁଏ ସ୍ୱର୍ଗ

ଚାଣକ୍ୟ ନୀତି: ନୀତି, ଜ୍ଞାନ ଓ ଜୀବନ ପ୍ରବନ୍ଧର ମହାନ ପଣ୍ଡିତ...

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ...

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ ବିଦ୍ୟୁତ ଉପଭୋକ୍ତା ମହାସଂଘ କ୍ଷୋଭ

ଭୁବନେଶ୍ୱର: ବିଦ୍ୟୁତ ଗ୍ରାହକଙ୍କ ଠାରୁ ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ...

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

Related Articles

Popular Categories