www.samajalive.in
Friday, December 5, 2025
17.1 C
Bhubaneswar

ରାଞ୍ଚି ଗସ୍ତରେ ମୁଖ୍ୟମନ୍ତ୍ରୀ: ଆଜି ୨୭ତମ ଇଷ୍ଟର୍ଣ୍ଣ ଜୋନାଲ୍‌ କାଉନସିଲ୍‌ ବୈଠକରେ ଦେବେ ଯୋଗ

ଭୁବନେଶ୍ୱର : ଗୁରୁବାର ରାଞ୍ଚିରେ ଅନୁଷ୍ଠିତ ହେବାକୁ ଥିବା ୨୭ତମ ଇଷ୍ଟର୍ଣ୍ଣ ଜୋନାଲ୍‌ କାଉନସିଲ୍‌ ବୈଠକରେ ଯୋଗଦେବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଝାଡ଼ଖଣ୍ଡ ଗସ୍ତ କରିଛନ୍ତି। ଆଜି ଗୃହ ମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ଏହି ପୂର୍ବାଞ୍ଚଳ ରାଜ୍ୟଗୁଡ଼ିକର ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀମାନଙ୍କୁ ନେଇ ବୈଠକ ବସିବ। ଏଥିରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ, ମୁଖ୍ୟ ସଚିବ ମନୋଜ ଆହୁଜା, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ ପ୍ରମୁଖ ଯୋଗଦେବେ ବୋଲି ଜଣାପଡିଛି।

Hot this week

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

Related Articles

Popular Categories