www.samajalive.in
Sunday, December 14, 2025
23.1 C
Bhubaneswar

ଆତଙ୍କବାଦୀ ଆକ୍ରମଣ ଘଟଣାରେ ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ଆଜି ଏକ ଜଘନ୍ୟ ଓ ବର୍ବର କାଣ୍ଡ ଘଟାଇ ଉଗ୍ରପନ୍ଥୀ ମାନେ କାଶ୍ମୀରର ପହେଲଗାମ ଠାରେ ନିରୀହ ପର୍ଯ୍ୟଟକମାନଙ୍କୁ ହତ୍ୟା କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଘଟଣାର ଦୃଢ ନିନ୍ଦା କରିବା ସହିତ ମୃତ ପର୍ଯ୍ୟଟକ ମାନଙ୍କ ପାଇଁ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ଏହି ଘଟଣାରେ ଜଣେ ଓଡିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଥିବାର ମଧ୍ୟ ସୂଚନା ମିଳିଛି । ସଂପୃକ୍ତ ଓଡିଆ ପର୍ଯ୍ୟଟକଙ୍କ ମର ଶରୀର କିପରି ତାଙ୍କର ବାସସ୍ଥାନରେ ସୁରୁଖୁରୁରେ ପହଞ୍ଚିବ, ସେ ସଂପର୍କରେ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀ ଦିଲ୍ଲୀରେ ଅବସ୍ଥାପିତ ପ୍ରମୁଖ ଆବାସିକ ଆୟୁକ୍ତଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

Hot this week

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

Related Articles

Popular Categories