www.samajalive.in
Sunday, December 7, 2025
26.1 C
Bhubaneswar

ଦିଲ୍ଲୀରୁ ଫେରିଲେ ମୁଖ୍ୟମନ୍ତ୍ରୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ : ବିଜେପିର ବିଜୟ ସମ୍ବର୍ଦ୍ଧନା ଉତ୍ସବରେ ହେବେ ସାମିଲ

ଭୁବନେଶ୍ଵର: ଦିଲ୍ଲୀ ଗସ୍ତ ସାରି ଭୁବନେଶ୍ଵରରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏଥିସହ ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଏବଂ ପ୍ରଭାତୀ ପରିଡା ମଧ୍ୟ ଭୁବନେଶ୍ଵରରେ ପହଞ୍ଚିଛନ୍ତି। ୩ ଦିନିଆ ଦିଲ୍ଲୀ ଗସ୍ତ ବେଳେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଏବଂ ବିଭିନ୍ନ କେନ୍ଦ୍ରମନ୍ତ୍ରୀଙ୍କୁ ସାକ୍ଷାତ କରିଥିଲେ। ଏବଂ  ରାଜ୍ୟ ସ୍ଵାର୍ଥ ପ୍ରସଙ୍ଗରେ କେନ୍ଦ୍ର ସରକାରଙ୍କ ସହ ଆଲୋଚନା କରିଥିଲେ। ସେପଟେ ଆଜି ଭୁବନେଶ୍ୱରରେ  ବିଜେପିର ସମ୍ବର୍ଦ୍ଧନା ଉତ୍ସବ ଆୟୋଜିତ ହେବ।  ଏଥିରେ ଦଳର ସମସ୍ତ ନବ ନିର୍ବାଚିତ ସାଂସଦ ଓ ବିଧାୟକମାନଙ୍କୁ ସମ୍ବର୍ଦ୍ଧନା ଦିଆଯିବ । ମୁଖ୍ୟମନ୍ତ୍ରୀ ମୋହନ ମୋଝୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ ଉପସ୍ଥିତ ରହିବା ସହ ମନ୍ତ୍ରିମଣ୍ଡଳର ମନ୍ତ୍ରୀମାନେ ଏହି ଉତ୍ସବରେ ଉପସ୍ଥିତ ରହିବା ନେଇ ସୂଚନା ରହିଛି। ଏଥିଲାଗି ଭୁବନେଶ୍ଵର ପ୍ରଦର୍ଶନୀ ପଡିଆରେ ସ୍ଵତନ୍ତ୍ର ଆୟୋଜନ କରାଯାଇଛି।

Hot this week

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

Related Articles

Popular Categories