www.samajalive.in
Wednesday, December 10, 2025
16.1 C
Bhubaneswar

ଶ୍ରୀମନ୍ଦିର ପ୍ରକଳ୍ପରେ ସୁପ୍ରିମକୋର୍ଟଙ୍କ ରାୟ, ସରକାରଙ୍କ ବିଜୟ ପରେ ଶ୍ରୀ ଜଗନ୍ନାଥଙ୍କୁ ଶ୍ରେୟ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ମାମଲାରେ ସୁପ୍ରିମକୋର୍ଟଙ୍କ ରାୟ ଆସିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ କରିଛନ୍ତି। ତୁମ ଇଚ୍ଛା ବିନା ପତ୍ରଟିଏ ହଲେନି ଆହେ ଜଗନ୍ନାଥ। ଜୟ ଜଗନ୍ନାଥ। କୋର୍ଟଙ୍କ ରାୟ ପରେ ସରକାରଙ୍କ ବିଜୟ ପରେ ଶ୍ରୀ ଜଗନ୍ନାଥଙ୍କୁ ମୁଖ୍ୟମନ୍ତ୍ରୀ ଶ୍ରେୟ ଦେଇଛନ୍ତି।
ସୂଚନା ଯୋଗ୍ୟ, ଆଜିପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ମାମଲାରେ ସୁପ୍ରିମକୋର୍ଟଙ୍କ କୋର୍ଟଙ୍କ ରାୟ ଆସିଛି। ଉଭୟ ଆବେଦନକାରୀଙ୍କ ମାମଲା ରଦ୍ଦ କରିଛନ୍ତି ସୁପ୍ରିକକୋର୍ଟ। ମାମଲା ରଦ୍ଦ ସହ ଉଭୟ ପିଟିସନରଙ୍କ ଉପରେ ୧ ଲକ୍ଷ ଟଙ୍କା ଲେଖାଏଁ ଜରିମାନା କଲେ କୋର୍ଟ। କୋର୍ଟଙ୍କ ବହୁମୂଲ୍ୟ ସମୟ ଅଯଥା ନଷ୍ଟ କରିଥିବାରୁ ଜରିମାନା କରାଯାଇଛି।

Hot this week

ଧାନ ରଖି ଚାଷୀଙ୍କ ରାଜପଥ ଅବରୋଧ: ପୁଲିସ ସହ ଧସ୍ତାଧସ୍ତି, ୩ ଘଣ୍ଟା ଯାତାୟାତ ବନ୍ଦ

ଅତାବିରା/ରେଙ୍ଗାଲିକ୍ୟାମ୍ପ, : ମଣ୍ଡି ଗୁଡିକରେ ମନ୍ଥର ଗତିରେ ଧାନ ଉଠୁଥିଲା। ମଣ୍ଡିରୁ...

ବାରବାଟୀରେ ଏକତରଫା ବିଜୟ: ଦକ୍ଷିଣ ଆଫ୍ରିକାର ସର୍ବନିମ୍ନ ସ୍କୋର

କଟକ: କଟକ ବାରବାଟୀ ଷ୍ଟାଡିୟମ୍‌ରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକା ବିପକ୍ଷରେ...

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

Related Articles

Popular Categories