www.samajalive.in
Thursday, December 11, 2025
27.1 C
Bhubaneswar

ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ଭୁବନେଶ୍ୱରର ପ୍ରତିଷ୍ଠା ଦିବସ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି । ଟ୍ୱିଟ୍‌ କରି ମୁଖ୍ୟମନ୍ତ୍ରୀ ଶୁଭେଚ୍ଛା ଜଣାଇବା ସହ ସେ ଟ୍ୱିଟରେ ଲେଖିଛନ୍ତି ଏକାମ୍ର କ୍ଷେତ୍ର ଭୁବନେଶ୍ୱର ଦେଶର ପ୍ରମୁଖ ସ୍ମାର୍ଟ ସିଟିରେ ପରିଣତ ହୋଇଛି । ଭୁବନେଶ୍ୱର ସଂସ୍କୃତି, ଶିକ୍ଷା, ସ୍ୱାସ୍ଥ୍ୟସେବାଠୁ କ୍ରୀଡ଼ା କ୍ଷେତ୍ର ଭଳି ଦିଗରେ ରୂପାନ୍ତରଣ ହୋଇଛି । ଆହୁରି ଭୁବନେଶ୍ୱରକୁ ବିକାଶ କରିବାର ରହିଛି । ବିକାଶର ନୂଆ ଶିଖରରେ ଭୁବନେଶ୍ୱରକୁ ପହଞ୍ଚାଇବାକୁ ହେଲେ ମିଳିତ ଭାବେ କାମ କରିବାକୁ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

Hot this week

ଆଇନଶୃଙ୍ଖଳା ବଜାୟ ରଖ: କେଭି

ମାଲକାନଗିରି : ମାଲକାନଗିରିରେ ଉପମୁଖ୍ୟମନ୍ତ୍ରୀଙ୍କ ବୈଠକ ଶେଷ ହୋଇଛି। ପର୍ଯ୍ୟାୟକ୍ରମେ ଦୁଇ...

ପାକିସ୍ତାନକୁ ଏଫ-୧୬ ଯୁଦ୍ଧ ବିମାନର ପ୍ରଯୁକ୍ତିବିଦ୍ୟା ବିକିବ ଆମେରିକା

ସମାଜ ଲାଇଭ ଡ଼େସ୍କ : ଯୁକ୍ତରାଷ୍ଟ୍ର ଆମେରିକା ପାକିସ୍ତାନକୁ ଏଫ-୧୬ ଯୁଦ୍ଧ...

ଥରୁଛି ସାରା ଓଡିଶା : ୧୦ ଡିଗ୍ରୀ ତଳେ ୧୬ ସହର

ଭୁବନେଶ୍ଵର : ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ୧୦ ଡିଗ୍ରୀ...

ବସ୍‌-ବାଇକ୍ ଧକ୍କା : ଦୁଇ ଛାତ୍ର ମୃତ

ପଦ୍ମପୁର: ରାୟଗଡା ଜିଲ୍ଲା ରାମନାଗୁଡା ବ୍ଲକ ପାଲୁପାଇ ନିକଟରେ ବସ୍- ବାଇକ୍...

ଗୋଆ ଅଗ୍ନିକାଣ୍ଡ : ମାଲିକ ଲୁଥ୍ରା ଭ୍ରାତାଙ୍କୁ ଅଟକ ରଖିଛି ଥାଇଲାଣ୍ଡ ପୁଲିସ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

Related Articles

Popular Categories