www.samajalive.in
Saturday, December 6, 2025
19.1 C
Bhubaneswar

ଆଜି ଅପରାହ୍ଣରେ ପୁରୀ ଯିବେ ମୁଖ୍ୟମନ୍ତ୍ରୀ: ବୁଲିବେ ଶ୍ରୀଜଗନ୍ନାଥ ବଲ୍ଲଭ ପ୍ରମୋଦ ଉଦ୍ୟାନ

ପୁରୀ : ମଙ୍ଗଳବାର ଅପରାହ୍ନରେ ପୁରୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମହାପ୍ରଭୂଙ୍କୁ ଦର୍ଶନ କରିବା ସହ ଶ୍ରୀଜଗନ୍ନାଥ ବଲ୍ଲଭ ପ୍ରମୋଦ ଉଦ୍ୟାନ ବୁଲି ଦେଖିବେ । ମହାପ୍ରଭୁଙ୍କୁ ଦର୍ଶନ କରି ଫେରିବା ବାଟରେ ଶ୍ରୀଜଗନ୍ନାଥ ସଂସ୍କୃତି ଆଧାରିତ ପ୍ରଦର୍ଶନୀ ଦେଖିବେ ନବୀନ ।  ଏଠାରେ ଦୁଇଟି ସ୍ଥାନରେ ଶ୍ରୀଜଗନ୍ନାଥଙ୍କର ବିଭିନ୍ନ ବେଶ ଓ ରଥଯାତ୍ରାର ଦୃଶ୍ୟ ସମେତ ପରିକ୍ରମା ମଡେଲ ପ୍ରଦର୍ଶିତ ହେଉଛି। ଗତ ୧୭ ତାରିଖରେ ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ପରେ ପ୍ରଥମଥର ମୁଖ୍ୟମନ୍ତ୍ରୀ ପରିକ୍ରମା ମାର୍ଗ ପରିଦର୍ଶନ କରିବେ । ଏଥିଲାଗି ପୁରୀରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି।

Hot this week

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

Related Articles

Popular Categories